ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାସଗଞ୍ଜ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି:

 

‘କାସଗଞ୍ଜ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ । ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'

Media Coverage

PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.