ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆସାମର ତେଜପୁର ବାୟୁସେନା ଷ୍ଟେସନରୁ ସୁଖୋଇ ୩୦ ଏମକେଆଇ ଲଢୁଆ ବିମାନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଉଡାଣକୁ ପ୍ରଶଂସା କରିଛନ୍ତି ।

ରାଷ୍ଟ୍ରପତିଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଏହା ପ୍ରତ୍ୟେକ ଭାରତୀୟଙ୍କୁ ପ୍ରେରିତ କରିବ! ରାଷ୍ଟ୍ରପତି ଜୀ ଲଗାତର ନିଜ ଅସାଧାରଣ ନେତୃତ୍ୱର ପରିଚୟ ଦେଇ ଚାଲିଛନ୍ତି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 27, 2026
March 27, 2026

Relief, Revival & Rise: How PM Modi is Building a Modern, Rooted & Self-Reliant India