ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।

ଏଥିସହିତ ଗୁରୁତର ଭାବେ ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Water conservation in India: The community as custodian

Media Coverage

Water conservation in India: The community as custodian
NM on the go

Nm on the go

Always be the first to hear from the PM. Get the App Now!
...
Chief Minister of Delhi meets Prime Minister
March 21, 2026