ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ବର୍ଲିନରେ ପହଞ୍ଚିଛନ୍ତି , ଯେଉଁଠାରେ ସେ ଜର୍ମାନ ଚାନସେଲରଙ୍କ ସହ ଆଲୋଚନା କରିବା ସହିତ ଅନ୍ୟାନ୍ୟ କାର୍ଯ୍ୟରେ ଅଂଶଗ୍ରହଣ କରିବେ ।

ଟ୍ୱିଟ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି "ବର୍ଲିନରେ ଅବତରଣ କରିଛି। ଆଜି ମୁଁ ଚାନ୍ସେଲର ଓଲାଫ ସ୍କୋଲେଜଙ୍କ ସହ ଆଲୋଚନା କରିବି, ବ୍ୟବସାୟିକ ନେତାଙ୍କ ସହ କଥାବାର୍ତ୍ତା କରିବି ଏବଂ ଏକ ସମ୍ପ୍ରଦାୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବି । ମୋର ବିଶ୍ୱାସ ଯେ ଏହି ଗସ୍ତ ଭାରତ ଏବଂ ଜର୍ମାନୀ ମଧ୍ୟରେ ବନ୍ଧୁତାକୁ ବଢାଇବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Proud Moment For Every Indian: PM Modi On Sarnath Being Inscribed On UNESCO World Heritage List

Media Coverage

Proud Moment For Every Indian: PM Modi On Sarnath Being Inscribed On UNESCO World Heritage List
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlights noble character as the foundation of respect, trust, and effective leadership
July 27, 2026

Prime Minister Shri Narendra Modi shared a Sanskrit Subhashitam today, highlighting how a person of noble character earns respect in society and is regarded as worthy of every responsibility.

The Prime Minister wrote on X;

"शीलवान् पूजितो लोके शीलवान् साधुसम्मतः।

शीलवान् सर्वकर्मार्हः शीलवान् प्रियदर्शनः॥"

A person of noble character earns respect in society and the esteem of the virtuous. Through integrity, humility and disciplined conduct, such an individual is regarded as worthy of every responsibility. Their personality is admirable, inspiring and worthy of emulation. In truth, noble character is the true foundation of lasting success, effective leadership, and enduring trust.