ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସରେ କିଛି ସମୟ ପୂର୍ବରୁ ପହଞ୍ଚିଛନ୍ତି । ଦୁଇ ଦିନିଆ ଗସ୍ତରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେ ମରିସସର 57ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ମରିସସର ଲିଡର ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମ ତାଙ୍କୁ ସ୍ୱାଗତ କରିଥିଲେ । ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ ମଧ୍ୟ କରାଯାଇଥିଲା।

Landed in Mauritius. I am grateful to my friend, PM Dr. Navinchandra Ramgoolam, for the special gesture of welcoming me at the airport. This visit is a wonderful opportunity to engage with a valued friend and explore new avenues for collaboration in various sectors.
— Narendra Modi (@narendramodi) March 11, 2025
Today, I… pic.twitter.com/Vv2BJNswbT


