ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟପାଳମାନଙ୍କ ସମ୍ମିଳନୀରେ ଯୋଗଦେଇଥିଲେ । ରାଜ୍ୟପାଳମାନେ କିପରି ବିକାଶକୁ ତ୍ୱରାନ୍ୱିତ କରିପାରିବେ ଏବଂ ସମାଜକୁ ସେବା  କରିପାରିବେ ସେ ବିଷୟରେ ଆଲୋଚନା କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଫୋରମ୍ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଆଜି ସକାଳେ ରାଜ୍ୟପାଳଙ୍କ ସମ୍ମିଳନୀରେ ଯୋଗଦେଇଥିଲି । ଏହା ଏକ ଗୁରୁତ୍ୱପୂର୍ଣ୍ଣ ଫୋରମ୍‌, ଯେଉଁଥିରେ ରାଜ୍ୟପାଳମାନେ କିପରି ବିକାଶ ତ୍ୱରାନ୍ୱିତ କରିବା ସହ ସମାଜର ଉନ୍ନତି କରିପାରିବେ ସେ ବିଷୟରେ ଆମେ ଆଲୋଚନା କରିଥିଲୁ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Retail sales up 9% in February; apparel, grocery lead as demand stabilises

Media Coverage

Retail sales up 9% in February; apparel, grocery lead as demand stabilises
NM on the go

Nm on the go

Always be the first to hear from the PM. Get the App Now!
...
Governor of Nagaland meets Prime Minister
March 24, 2026