Congratulates Shri N Chandrababu Naidu on taking oath as Chief Minister of Andhra Pradesh

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ନୂଆ ଆନ୍ଧ୍ର ପ୍ରଦେଶ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି। ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ଗାରୁ ଏବଂ ସରକାରରେ ମନ୍ତ୍ରୀ ଭାବେ ଶପଥ ନେଇଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ଟିଡିପି, ଜନସେନା ଏବଂ ବିଜେପି ସରକାର ଆନ୍ଧ୍ରପ୍ରଦେଶକୁ ଗୌରବର ନୂତନ ଉଚ୍ଚତାରେ ପହଞ୍ଚାଇବା ଏବଂ ରାଜ୍ୟର ଯୁବବର୍ଗଙ୍କ ଆକାଂକ୍ଷା ପୂରଣ କରିବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।”

 

 

The Prime Minister shared a video;

The Prime Minister’s Office also posted;

 “PM Narendra Modi attended the swearing-in ceremony of the new Andhra Pradesh government. He congratulated Shri N Chandrababu Naidu for becoming the Chief Minister and other leaders for taking oath as Ministers.”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
From welfare to opportunity: How DPI 2.0 and AI will unlock India’s productivity

Media Coverage

From welfare to opportunity: How DPI 2.0 and AI will unlock India’s productivity
NM on the go

Nm on the go

Always be the first to hear from the PM. Get the App Now!
...
Prime Minister pays homage to former PM Shri PV Narasimha Rao Ji on his birth anniversary
June 28, 2026

The Prime Minister, Shri Narendra Modi, today, paid tributes to former Prime Minister Shri PV Narasimha Rao Ji on his birth anniversary. Shri Modi remarked that Shri PV Narasimha Rao Ji made enduring contributions to India’s progress during a critical phase of our nation’s history.

The Prime Minister posted on X:

Tributes to former Prime Minister Shri PV Narasimha Rao Ji on his birth anniversary. He made enduring contributions to India’s progress during a critical phase of our nation’s history. He made a mark as an able administrator. He was also a distinguished scholar, blessed with immense knowledge and understanding of India’s diverse culture.