Congratulates Shri N Chandrababu Naidu on taking oath as Chief Minister of Andhra Pradesh

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ନୂଆ ଆନ୍ଧ୍ର ପ୍ରଦେଶ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି। ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ଗାରୁ ଏବଂ ସରକାରରେ ମନ୍ତ୍ରୀ ଭାବେ ଶପଥ ନେଇଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି। ଟିଡିପି, ଜନସେନା ଏବଂ ବିଜେପି ସରକାର ଆନ୍ଧ୍ରପ୍ରଦେଶକୁ ଗୌରବର ନୂତନ ଉଚ୍ଚତାରେ ପହଞ୍ଚାଇବା ଏବଂ ରାଜ୍ୟର ଯୁବବର୍ଗଙ୍କ ଆକାଂକ୍ଷା ପୂରଣ କରିବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।”

 

 

The Prime Minister shared a video;

The Prime Minister’s Office also posted;

 “PM Narendra Modi attended the swearing-in ceremony of the new Andhra Pradesh government. He congratulated Shri N Chandrababu Naidu for becoming the Chief Minister and other leaders for taking oath as Ministers.”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Operation Sagar Bandhu: India provides assistance to restore road connectivity in cyclone-hit Sri Lanka

Media Coverage

Operation Sagar Bandhu: India provides assistance to restore road connectivity in cyclone-hit Sri Lanka
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 5, 2025
December 05, 2025

Unbreakable Bonds, Unstoppable Growth: PM Modi's Diplomacy Delivers Jobs, Rails, and Russian Billions