ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜଣାଇଲେ ଅଭିନନ୍ଦନ
ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଦେଲେ ଶୁଭେଚ୍ଛା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ୍‌ କରିଛନ୍ତି :

‘‘ଓଡ଼ିଶାରେ ଏକ ଐତିହାସିକ ଦିନ! ଓଡ଼ିଶାର ଭାଇ ଓ ଭଉଣୀଙ୍କ ଆଶୀର୍ବାଦରୁ ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଠନ କରୁଛି ।

 

ମୁଁ ଭୁବନେଶ୍ୱରରେ ଶପଥ ଗ୍ରହଣ ସମାରୋହରେ ଅଂଶଗ୍ରହଣ କଲି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଅଭିନନ୍ଦନ । ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟମାନଙ୍କୁ ମଧ୍ୟ ଶୁଭେଚ୍ଛା।

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଏହି ଦଳ ରାଜ୍ୟରେ ବିକାଶର ନୂଆ ରେକର୍ଡ କରିବ ଏବଂ ଅଗଣିତ ଜନସାଧାରଣଙ୍କ ଜୀବନରେ ସୁଧାର ଆଣିବ ବୋଲି ମୋର ବିଶ୍ୱାସ ରହିଛି ।”

 

“ଓଡ଼ିଶାରେ ଏକ ଐତିହାସିକ ଦିନ! ଓଡ଼ିଶାର ଭାଇ ଓ ଭଉଣୀଙ୍କ ଆଶୀର୍ବାଦରୁ @BJP4Odisha ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଠନ କରୁଛି ।

ମୁଁ ଭୁବନେଶ୍ୱରରେ ଶପଥ ଗ୍ରହଣ ସମାରୋହରେ ଅଂଶଗ୍ରହଣ କଲି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଅଭିନନ୍ଦନ ।
ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟମାନଙ୍କୁ ମଧ୍ୟ ଶୁଭେଚ୍ଛା।

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଏହି ଦଳ ରାଜ୍ୟରେ ବିକାଶର ନୂଆ ରେକର୍ଡ କରିବ ଏବଂ ଅଗଣିତ ଜନସାଧାରଣଙ୍କ ଜୀବନରେ ସୁଧାର ଆଣିବ ବୋଲି ମୋର ବିଶ୍ୱାସ ରହିଛି ।”

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ନିମ୍ନ ପୋଷ୍ଟ କରାଯାଇଛି;

‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି । ସେ ମୁଖ୍ୟମନ୍ତ୍ରୀ ହୋଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆଜି ଶପଥ ନେଇଥିବା ଅନ୍ୟ ମନ୍ତ୍ରୀମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s contribution to BRICS: Nari Shakti moves from promise to delivery

Media Coverage

India’s contribution to BRICS: Nari Shakti moves from promise to delivery
NM on the go

Nm on the go

Always be the first to hear from the PM. Get the App Now!
...
Prime Minister speaks with the President of Iran
June 30, 2026
President Pezeshkian briefs PM on the recent developments in West Asia.
PM welcomes the understanding reached and reiterates the need for continued efforts for lasting peace and stability.

Prime Minister Shri Narendra Modi had a telephone conversation today with the President of the Islamic Republic of Iran, H.E. Dr. Masoud Pezeshkian.

President Pezeshkian briefed the Prime Minister on the recent developments in West Asia and the way forward.

Prime Minister welcomed the understanding reached, and reiterated India’s consistent position that all issues must be resolved through dialogue and diplomacy.

Prime Minister reiterated the need for continued efforts to ensure lasting peace and stability in the region, and for safeguarding freedom of navigation and commerce.