ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ ।
ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;
“ଭାରତର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ।”
Attended the oath taking ceremony of Justice Surya Kant as the Chief Justice of India. Best wishes to him for his tenure ahead. pic.twitter.com/62yeSlfmsx
— Narendra Modi (@narendramodi) November 24, 2025


