ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପାଇଁ ଶ୍ରୀ ରାଧାକୃଷ୍ଣନଙ୍କୁ ଶୁଭକାମନା ଜଣାଇଛନ୍ତି।

ଗୋଟିଏ ଏକ୍ସ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

‘‘ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲି। ଜଣେ ସମର୍ପିତ ଜନସେବକ ଭାବେ ସେ ନିଜର ଜୀବନକୁ ରାଷ୍ଟ୍ର ନିର୍ମାଣ, ସମାଜସେବା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସୁଦୃଢ଼ କରିବା ପ୍ରତି ସମର୍ପି ଦେଇଛନ୍ତି। ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା ଜଣାଉଛି।

@VPIndia

@CPRGuv”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending

Media Coverage

Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026