ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ଭାଗ ନେଇଛନ୍ତି ।

ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ @MVenkaiahNaidu ଗାରୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ସାମିଲ ହୋଇ ଆନନ୍ଦିତ । ଦୀର୍ଘ ଦଶନ୍ଧି ଧରି ତାଙ୍କ ସହ ପରିଚିତି ରହିଛି । ତାଙ୍କର ସଂସ୍କୃତି ପ୍ରତି ଆଗ୍ରହ ଓ ଗୁରୁତ୍ୱପୂର୍ଣ୍ଣ ଉତ୍ସବ ପାଳନ ପାଇଁ ଉତ୍ସାହ ଦେଖିଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Teachers: The artists of education

Media Coverage

Teachers: The artists of education
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 7, 2026
September 07, 2026

Vasudhaiva Kutumbakam in Action: Tech Hub, Border Villages, Global Leadership by PM Modi