ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଉପରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତି ଶ୍ରୀ ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି ।
ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:
“ଆଜି ସନ୍ଧ୍ୟାରେ ଉପରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଲି ।
@VPIndia
@CPR_VP”
Called on Vice President Thiru CP Radhakrishnan Ji at Uprashtrapati Bhavan earlier this evening.@VPIndia @CPR_VP pic.twitter.com/Uj0NdigmqJ
— Narendra Modi (@narendramodi) February 16, 2026


