ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟଜନ୍ତୁ ଦିବସ ଅବସରରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି :

“ଆଜି, ବିଶ୍ୱ ବନ୍ୟଜନ୍ତୁ ଦିବସରେ, ଆସନ୍ତୁ ଆମେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ନିଜର ପ୍ରତିବଦ୍ଧତାକୁ ଦୋହରାଇବା । ପ୍ରତ୍ୟେକ ପ୍ରଜାତି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି - ଆସନ୍ତୁ ଭବିଷ୍ୟତ ପୀଢ଼ି ପାଇଁ ସେମାନଙ୍କର ଭବିଷ୍ୟତକୁ ସୁରକ୍ଷିତ ରଖିବା ।

ବନ୍ୟଜନ୍ତୁ ସଂରକ୍ଷଣ ତଥା ସୁରକ୍ଷା ଦିଗରେ ଭାରତର ଅବଦାନ ପାଇଁ ମଧ୍ୟ ଆମେ ଗର୍ବିତ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total

Media Coverage

Second consignment of 37.5 tonnes HADR aid reaches flood-hit Nepal; India sends 47.5 tonnes of relief material in total
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 28, 2026
August 28, 2026

India’s Growth Story, Grounded: Inclusion, Exports, and Infrastructure Under One Vision of PM Modi