ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ଟାଏକୋଣ୍ଡୋ ମହିଳା କେ୪୪-୪୭କେଜି ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଅରୁଣାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ ଟାଏକୋଣ୍ଡୋ ମହିଳା କେ୪୪-୪୭କେଜି ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା ଅରୁଣାଙ୍କୁ ଅଭିନନ୍ଦନ । ତାଙ୍କ ନିଷ୍ଠା ଓ ଦକ୍ଷତା ବାସ୍ତବରେ ଦେଶକୁ ଗର୍ବିତ କରିଛି । ଭବିଷ୍ୟତରେ ସେ ଆହୁରି ଉପଲବ୍ଧି ହାସଲ କରନ୍ତୁ ।’
Congratulations to Aruna on winning the Bronze Medal in Taekwondo - Women's K44 -47KG event. Her dedication and skill have truly made the nation proud. Here's to many more achievements in the future! pic.twitter.com/K49Aq0Nuff
— Narendra Modi (@narendramodi) October 23, 2023


