ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ୪x୪୦୦ ରିଲେ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ଜିତିଥିôବା ଅନାସ ୟାହିୟା, ଅମୋଜ ଜାକୋବ, ମହମ୍ମଦ ଅଜମଲ ଏବଂ ରାଜେଶ ରମେଶଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

‘ଏସୀୟ କ୍ରୀଡ଼ାରେ ଆମର ପୁରୁଷ ୪x୪୦୦ ରିଲେ ଦଳ ଦ୍ୱାରା ଚମତ୍କାର ପ୍ରଦର୍ଶନ ।

ଅନାସ ୟାହିୟା, ଅମୋଜ ଜାକୋବ, ମହମ୍ମଦ ଅଜମଲ ଏବଂ ରାଜେଶ ରମେଶଙ୍କ ପ୍ରଦର୍ଶନ ଏବଂ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଆଣିବା ପାଇଁ ଗର୍ବିତ । ସେମାନଙ୍କୁ ଅଭିନନ୍ଦନ ।’

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check

Media Coverage

'Strategic partnership' to 'Cooperation in AI': Six major outcomes of PM Modi's historic Sweden visit - Check
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 18, 2026
May 18, 2026

Norway to Netherlands: PM Modi's Leadership Turns Heritage, Honors & High-Tech Deals into India's Global Momen