ହାଙ୍ଗଝୌରେ ଚାଲିଥିôବା ଏସୀୟ କ୍ରୀଡ଼ା ୨୦୨୨ରେ ପୁରୁଷ ୧୫୦୦ ମିଟର ଫାଇନାଲରେ ଅଜୟ କୁମାର ସରୋଜ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ଏକ ଚମତ୍କାର ପ୍ରଦର୍ଶନକୁ ପ୍ରଶଂସା!

 

ଅଜୟ କୁମାର ସରୋଜ ଏସୀୟ କ୍ରୀଡ଼ା ପୁରୁଷ ୧୫୦୦ ମିଟର ଫାଇନାଲରେ ରୌପ୍ୟ ଜିତିଥିବାରୁ ଆନନ୍ଦିତ ।

 

ଉତ୍କୃଷ୍ଟତା ପ୍ରତି ତାଙ୍କ ପ୍ରତିବଦ୍ଧତା ଭାରତୀୟ ଆଥଲେଟଙ୍କ ପାଇଁ ଏକ ଗୌରବମୟ ଅଧ୍ୟାୟ ଲେଖିଛି ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's yuva shakti continues to make global impact: PM Modi

Media Coverage

India's yuva shakti continues to make global impact: PM Modi
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 19, 2026
July 19, 2026

Exports Booming, Skies Opening, Energy Transforming — PM Modi’s India in Full Flight