ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ମହିଳା ୧୦୦ ମିଟର ଟି୧୨ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ସିମ୍ରନ ଭଟ୍ସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ମହିଳା ୧୦୦ ମିଟର ଟି୧୨ ପ୍ରତିଯୋଗିତାରେ ସିମ୍ରନ ଭଟ୍ସ
ରୌପ୍ୟ ପଦକ ହାସଲ କରିଛନ୍ତି । ଏହି ଚମତ୍କାର ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ।
ଏହି ଉଲ୍ଲେଖନୀୟ ପ୍ରଦର୍ଶନ ତାଙ୍କ ନିଷ୍ଠା ଏବଂ ପ୍ରତିଭାର ପ୍ରମାଣ ।’
A wonderful Silver for @SimranVats11 in the Women's 100m T12 event. Congratulations on this splendid victory.
— Narendra Modi (@narendramodi) October 24, 2023
This outstanding performance is a testament to her dedication and talent. pic.twitter.com/DexNxb5Ldi


