ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକକଲ୍ୟାଣ ମାର୍ଗରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ଏନଏସଏ ଅଜିତ ଡୋଭାଲ, ସିଡିଏସ ଜେନେରାଲ ଅନିଲ ଚୌହାନ, ସେନାର ମୁଖ୍ୟମାନେ ଏବଂ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଏକ ଉଚ୍ଚସ୍ତରୀୟ ବୈଠକ ପ୍ରଧାନମନ୍ତ୍ରୀ @narendramodiଙ୍କ ଅଧ୍ୟକ୍ଷତାରେ ୭, ଲୋକକଲ୍ୟାଣ ମାର୍ଗରେ ଅନୁଷ୍ଠିତ ହୋଇଛି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ @rajnathsingh, ଏନଏସଏ ଅଜିତ ଡୋଭାଲ, ସିଡିଏସ୍ ଜେନେରାଲ ଅନିଲ ଚୌହାନ, ସଶସ୍ତ୍ର ସେନାର ମୁଖ୍ୟମାନେ ଏବଂ ବରିଷ୍ଠ ଅଧିକାଗରୀ ଗଣ ସାମିଲ ହୋଇଥିଲେ ।”
A high level meeting was chaired by PM @narendramodi at 7, Lok Kalyan Marg. Those who attended the meeting included Defence Minister @rajnathsingh, NSA Ajit Doval, CDS General Anil Chauhan, armed forces chiefs and senior officials. pic.twitter.com/mECIeuREKz
— PMO India (@PMOIndia) May 10, 2025


