ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏମଏମଏଲ ସୋସାଇଟିର ବାର୍ଷିକ ସାଧାରଣ ସଭାରେ ଅଧ୍ୟକ୍ଷତା କରିଛନ୍ତି ଯେଉଁଠାରେ ଯୁବକମାନଙ୍କ ମଧ୍ୟରେ ଗବେଷଣା, ଛାତ୍ରବୃତ୍ତି ଏବଂ ଇତିହାସକୁ ଅଧିକ ଆକର୍ଷିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ଯୁବକମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ-ସଂଗ୍ରହାଳୟକୁ ଅଧିକ ଲୋକପ୍ରିୟ କରିବାର ଉପାୟ ଉପରେ ମଧ୍ୟ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ଏନଏମଏମଏଲ୍‍ ସୋସାଇଟିର ବାର୍ଷିକ ସାଧାରଣ ସଭାର ଅଧ୍ୟକ୍ଷତା କରିଥିଲି । ଗବେଷଣାକୁ ଉତ୍ସାହିତ କରିବା, ଯୁବକମାନଙ୍କ ମଧ୍ୟରେ ଛାତ୍ରବୃତ୍ତି ଏବଂ ଇତିହାସକୁ ଅଧିକ ଆକର୍ଷଣୀୟ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।  ଯୁବକମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ-ସଂଗ୍ରହାଳୟକୁ ଅଧିକ ଲୋକପ୍ରିୟ କରିବାର ଉପାୟ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Over 4.9L pledge organs; women take lead in Maha, Karnataka, Kerala & Telangana

Media Coverage

Over 4.9L pledge organs; women take lead in Maha, Karnataka, Kerala & Telangana
NM on the go

Nm on the go

Always be the first to hear from the PM. Get the App Now!
...
Prime Minister performs Mahapuja and Kumbhabhishek at the Somnath Temple, Gujarat
May 11, 2026

Prime Minister Shri Narendra Modi today performed Mahapuja and Kumbhabhishek at the Somnath temple, Gujarat.

The Prime Minister expressed that receiving this great privilege is one of the most emotional and unforgettable moments of his life. He further highlighted that praying to Mahadev on the special occasion marking 75 years since the rebuilt Somnath Temple opened its doors is an unforgettable experience, adding that the Darshan and Pujan is a source of boundless spiritual energy.

In a series of posts on X, the Prime Minister wrote:

"सोमनाथ की भव्य और दिव्य पावन धरा पर महादेव के चरणों में महापूजा और कुंभाभिषेक का परम सौभाग्य प्राप्त करना जीवन के अत्यंत भावपूर्ण और अविस्मरणीय क्षणों में से एक है। ईश्वर रूपी जनता जनार्दन का स्मरण करते हुए महादेव के दर्शन और पूजन का यह अलौकिक अवसर, हृदय को अनंत आध्यात्मिक ऊर्जा, श्रद्धा और शिवमय चेतना से अभिभूत कर गया है।"

"To be praying to Mahadev on the special occasion marking 75 years since the rebuilt Somnath Temple opened its doors is an experience I’ll never forget. The Darshan and Pujan of Mahadev is a source of boundless spiritual energy."