ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜାତୀୟ ପ୍ରଗତିକୁ ଆଗକୁ ବଢ଼ାଇବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ପ୍ରତିବଦ୍ଧତାକୁ ସେ ନିଶ୍ଚିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକରେ ଅଧ୍ୟକ୍ଷତା କଲି । ଉତ୍ତମ ଶାସନ ତଥା ଲୋକମାନଙ୍କର ଜୀବନରେ ଉନ୍ନତି ଆଣିବା ପାଇଁ ଆମର ବ୍ୟାପକ ଆଲୋଚନା ହୋଇଥିଲା । ଜାତୀୟ ପ୍ରଗତିକୁ ଆଗକୁ ବଢ଼ାଇବା ଏବଂ ଗରିବ ତଥା ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ଆମ ଗଠବନ୍ଧନ ପ୍ରତିବଦ୍ଧ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Modi Govt’s 12 years are transformational for industry’

Media Coverage

‘Modi Govt’s 12 years are transformational for industry’
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 12, 2026
June 12, 2026

Breaking Barriers, Building Bharat: PM Modi’s Historic Push for Gender Equality and Inclusive Growth