ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୂର୍ବତନ ମନ୍ତ୍ରୀ ଶ୍ରୀ ଭାଗୁଭାଇ ପଟେଲଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଜନସେବା କ୍ଷେତ୍ରରେ ଶ୍ରୀ ପଟେଲଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତିା
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
“ଗୁଜୁରାଟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଶ୍ରୀ ଭାଗୁଭାଇ ପଟେଲଙ୍କ ଦେହାନ୍ତରେ ଆମେ ଦୁଃଖିତ । ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ତାଙ୍କ ଆତ୍ମାର ଶାନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ପାଇଁ ପ୍ରାର୍ଥନା କରନ୍ତୁ ...... ଓମ୍ ଶାନ୍ତି: ।”
ગુજરાત સરકારના પૂર્વ મંત્રી શ્રી ભગુભાઈ પટેલના અવસાનથી દુ:ખ થયું. જનસેવા ક્ષેત્રે તેઓનું પ્રદાન હંમેશાં યાદ રહેશે. સદ્ગતના આત્માની શાંતિ માટે પ્રાર્થના તથા શોકગ્રસ્ત પરિવારને સાંત્વના....... ૐ શાંતિ: ||
— Narendra Modi (@narendramodi) June 26, 2022


