କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ଉଭୟଙ୍କ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଶ୍ରୀ ଓମାନ ଚାଣ୍ଡିଙ୍କ ଦେହାନ୍ତରେ ଆମେ ଜଣେ ନମ୍ର ତଥା ଉତ୍ସର୍ଗୀକୃତ ନେତାଙ୍କୁ ହରାଇଛୁ, ଯେ କି ନିଜ ଜୀବନକୁ ଜନସେବାରେ ଉତ୍ସର୍ଗ କରିଥିଲେ ଏବଂ କେରଳର ବିକାଶ ଦିଗରେ କାର୍ଯ୍ୟ କରିଥିଲେ । ତାଙ୍କ ସହ ହୋଇଥିବା ବିଭିନ୍ନ କଥାବାର୍ତ୍ତା ମନେ ଅଛି, ବିଶେଷକରି ଯେତେବେଳେ ଆମେ ଦୁହେଁ ନିଜ ନିଜ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲୁ ଏବଂ ପରେ ମୁଁ ଯେତେବେଳେ ଦିଲ୍ଲୀକୁ ଗଲି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ତାଙ୍କ ଆତ୍ମାକୁ ଶାନ୍ତି ମିଳୁ’ ।  

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
EU Firms Generate 186 Billion Euros In India, Support 6 Million Jobs: Report

Media Coverage

EU Firms Generate 186 Billion Euros In India, Support 6 Million Jobs: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 8, 2026
May 08, 2026

Nari Shakti to National Security: One Vision, a Thousand Victories Under PM Modi