ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁ ଭୁଙ୍ଗଜାଗିନ୍ ଭାଲଟେଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ପୁ ଭୁଙ୍ଗଜାଗିନ୍ ଭାଲଟେ ମଣିପୁରର ଜନସାଧାରଣଙ୍କ ପ୍ରତି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ସ୍ମରଣୀୟ ହୋଇ ରହିବେ। ସେ ଉଲ୍ଲେଖ କରିଥିଲେ ଯେ ଭାଲଟେ ସମାଜରେ ଏକ ସକାରାତ୍ମକ ପରିବର୍ତ୍ତନ ଆଣିବା ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିଥିଲେ ଏବଂ ବିଧାନସଭାରେ ତାଙ୍କର ପଦକ୍ଷେପ ସର୍ବଦା ଅନ୍ତର୍ଦୃଷ୍ଟିସମ୍ପନ୍ନ ଥିଲା।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

"ପୁ ଭୁଙ୍ଗଜାଗିନ୍ ଭାଲଟେ ମଣିପୁରର ଜନସାଧାରଣଙ୍କ ପ୍ରତି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ସ୍ମରଣୀୟ ହୋଇ ରହିବେ। ସମାଜରେ ଏକ ସକାରାତ୍ମକ ପରିବର୍ତ୍ତନ ଆଣିବା ଦିଗରେ ସେ ନିଷ୍ଠାର ସହ କାର୍ଯ୍ୟ କରିଥିଲେ। ବିଧାନସଭାରେ ତାଙ୍କର ପଦକ୍ଷେପ ସର୍ବଦା ଅନ୍ତର୍ଦୃଷ୍ଟିସମ୍ପନ୍ନ ଥିଲା। ତାଙ୍କ ବିୟୋଗରେ ମର୍ମାହତ। ତାଙ୍କ ପରିବାର, ବନ୍ଧୁ ଏବଂ ସମର୍ଥକଙ୍କୁ ସମବେଦନା ଜଣାଉଛି । "

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India clears a major nuclear milestone as Kalpakkam fast breeder reactor turns 'critical'

Media Coverage

India clears a major nuclear milestone as Kalpakkam fast breeder reactor turns 'critical'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 7, 2026
April 07, 2026

Aatmanirbhar Dreams Delivered: PM Modi’s Vision Turns Self-Reliance into Record Reality Across Defence, Energy & Nation-Building