ରାଜ୍ୟସଭା ସାଂସଦ ଶ୍ରୀ ଓସ୍କାର ଫର୍ଣ୍ଣାଣ୍ଡେଜ ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ରାଜ୍ୟସଭା ସାଂସଦ ଶ୍ରୀ ଓସ୍କାର ଫର୍ଣ୍ଣାଣ୍ଡେଜ ଜୀଙ୍କ ବିୟୋଗରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ମୋ ସମବେଦନା ଓ ପ୍ରାର୍ଥନା ତାଙ୍କ ପରିବାର ଓ ଶୁଭେଚ୍ଛୁଙ୍କୁ ଜଣାଉଛି । ତାଙ୍କ ଆତ୍ମାର ଶାନ୍ତି କାମନା କରୁଛି: ପିଏମ@ନରେନ୍ଦ୍ରମୋଦୀ ।”
Saddened by the demise of Rajya Sabha MP Shri Oscar Fernandes Ji. In this sad hour, my thoughts and prayers are with his family and well-wishers. May his soul rest in peace: PM @narendramodi
— PMO India (@PMOIndia) September 13, 2021


