ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳରେ ପ୍ରବଳ ବର୍ଷା ଯୋଗୁଁ ଘଟିଥିବା ଜୀବନହାନି ଏବଂ ବ୍ୟାପକ କ୍ଷୟକ୍ଷତି ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି କଠିନ ସମୟରେ ନେପାଳର ଜନସାଧାରଣ ଏବଂ ସରକାର ପ୍ରତି ଭାରତର ଦୃଢ଼ ସମର୍ଥନକୁ ସେ ଦୋହରାଇଥିଲେ। ଶ୍ରୀ ମୋଦୀ ଆହୁରି ମଧ୍ୟ ସମସ୍ତ ଆବଶ୍ୟକୀୟ ସହାୟତା ପ୍ରଦାନ କରିବା ଲାଗି ଭାରତର ପ୍ରତିବଦ୍ଧତାକୁ ଦୋହରାଇ ସଙ୍କଟ ସମୟରେ ଜଣେ ବନ୍ଧୁତ୍ୱପୂର୍ଣ୍ଣ ପଡ଼ୋଶୀ ଏବଂ ପ୍ରଥମ ପ୍ରତିକ୍ରିୟାଶୀଳ ରାଷ୍ଟ୍ର ଭାବେ ଭାରତର ଭୂମିକାକୁ ରେଖାଙ୍କିତ କରିଥିଲେ।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :

"ନେପାଳରେ ପ୍ରବଳ ବର୍ଷା ଯୋଗୁଁ ଘଟିଥିବା ଜୀବନହାନି ଏବଂ କ୍ଷୟକ୍ଷତି ଅତ୍ୟନ୍ତ ଦୁଃଖଦାୟକ । ଏହି କଠିନ ସମୟରେ ଆମେ ନେପାଳର ଜନସାଧାରଣ ଏବଂ ସରକାରଙ୍କ ସହିତ ଛିଡା ହୋଇଛୁ । ଜଣେ ବନ୍ଧୁତ୍ୱପୂର୍ଣ୍ଣ ପଡ଼ୋଶୀ ଏବଂ ପ୍ରଥମ ପ୍ରତିକ୍ରିୟାଶୀଳ ଭାବେଆବଶ୍ୟକ ହେଉଥିବା ଯେକୌଣସି ସହାୟତା ପ୍ରଦାନ କରିବା ଲାଗି ଭାରତ ପ୍ରତିବଦ୍ଧ ରହିଛି ।’’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India develops first indigenous expendable turbo jet engine in 350 kg thrust class

Media Coverage

India develops first indigenous expendable turbo jet engine in 350 kg thrust class
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 27, 2026
July 27, 2026

Viksit Bharat in Motion: Indigenous Warships, Deepwater Energy, Transparent Exams & Cultural Revival