ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ୍ କରିଛି ଯେ :
ସିକନ୍ଦରାବାଦର ସ୍ୱପ୍ନାଲୋକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକ ମାନଙ୍କ ପାଇଁ ମୁଁ ଦୁଃଖିତ । ମୋର ବିଚାର ଶୋକସନ୍ତପ୍ତ ପରିବାର ସହିତ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ”
Pained by the loss of lives due to a fire tragedy in Swapnalok Complex, Secunderabad. My thoughts are with the bereaved families. May the injured recover soon: PM @narendramodi
— PMO India (@PMOIndia) March 17, 2023


