ରାଜସ୍ଥାନର ଫାଲୋଡ଼ି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ରାଜସ୍ଥାନର ଫାଲୋଡ଼ି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ପାଇଁ ବ୍ୟଥିତ । ପ୍ରଭାବିତ ବ୍ୟକ୍ତି ଓ ସେମାନଙ୍କ ପରିଜନଙ୍କ ପାଇଁ ଏହି ଦୁଃଖର ଘଡ଼ିରେ ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
Saddened by the loss of lives due to a mishap in Phalodi district, Rajasthan. My thoughts are with the affected people and their families during this difficult time. Praying for the speedy recovery of the injured.
— PMO India (@PMOIndia) November 2, 2025
An ex-gratia of Rs. 2 lakh from PMNRF would be given to the next…


