Announces ex-gratia from PMNRF

ରାଜସ୍ଥାନର ଫାଲୋଡ଼ି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ  ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ରାଜସ୍ଥାନର ଫାଲୋଡ଼ି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ପାଇଁ ବ୍ୟଥିତ । ପ୍ରଭାବିତ ବ୍ୟକ୍ତି ଓ ସେମାନଙ୍କ ପରିଜନଙ୍କ ପାଇଁ ଏହି ଦୁଃଖର ଘଡ଼ିରେ ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
WEF Davos: Industry leaders, policymakers highlight India's transformation, future potential

Media Coverage

WEF Davos: Industry leaders, policymakers highlight India's transformation, future potential
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 20, 2026
January 20, 2026

Viksit Bharat in Motion: PM Modi's Reforms Deliver Jobs, Growth & Global Respect