Announces ex-gratia from PMNRF

ତେଲଙ୍ଗାନାର ରଙ୍ଗାରେଡି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଖ ପ୍ରକାଶ କରିଛନ୍ତି । ଶୀ ମୋଦୀ ମଧ୍ୟ ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । 
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ତେଲଙ୍ଗାନାର ରଙ୍ଗାରେଡି ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନି ଗଭୀର ଦୁଃଖଦାୟକ । ଏଭଳି ଦୁଃଖର ସମୟରେ ଦୁର୍ଘଟଣାର ପ୍ରଭାବିତ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ମୋର ସମବେଦନା । ଆହତଙ୍କ ଆଶୁ ଅରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
 

 

“తెలంగాణలోని రంగారెడ్డి జిల్లాలో జరిగిన దుర్ఘటనలో సంభవించిన ప్రాణనష్టం నన్ను చాలా బాధించింది. ఈ క్లిష్ట సమయంలో బాధితులు, వారి కుటుంబ సభ్యులకు ప్రగాఢ సానుభూతి తెలుపుతున్నాను. గాయపడిన వారు త్వరగా కోలుకోవాలని ప్రార్థిస్తున్నాను. మరణించిన వారి కుటుంబానికి పీఎంఎన్ ఆర్ ఎఫ్ నుండి రూ.2 లక్షలు, గాయపడిన వారికి రూ.50,000 చొప్పున నష్ట పరిహారాన్ని అందిస్తాం: ప్రధానమంత్రి @narendramodi"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India develops first indigenous expendable turbo jet engine in 350 kg thrust class

Media Coverage

India develops first indigenous expendable turbo jet engine in 350 kg thrust class
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 27, 2026
July 27, 2026

Viksit Bharat in Motion: Indigenous Warships, Deepwater Energy, Transparent Exams & Cultural Revival