ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର କୁଲ୍ଲୁ ଠାରେ ପର୍ଯ୍ୟଟକ ବସ ଘାଟିରୁ ଖସିପଡିବା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଆହତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରାଯାଉଛି ବୋଲି ଶ୍ରୀ ମୋଦୀ କହିବା ସହିତ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।    

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ହିମାଚଳ ପ୍ରଦେଶର କୁଲ୍ଲୁ ଠାରେ ପର୍ଯ୍ୟଟକ ବସ ଘାଟିରୁ ଖସିପଡିବା ଘଟଣା ବେଶ ଦୁଃଖଦାୟକ । ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରଗୁଡିକୁ ଗଭୀର ସମବେଦନା ଜଣାଉଛି । ଆହତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରାଯାଉଛି । ସେମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: PM”

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How MISHTI plans to conserve mangroves

Media Coverage

How MISHTI plans to conserve mangroves
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 21, 2023
March 21, 2023
ସେୟାର
 
Comments

PM Modi's Dynamic Foreign Policy – A New Chapter in India-Japan Friendship

New India Acknowledges the Nation’s Rise with PM Modi's Visionary Leadership