ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଇଦ୍ରାବାଦର ଭୋଇଗୁଡାଠାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍‌) ରୁ ୨ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି ଯାହା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ କହିଛି;

“ହାଇଦ୍ରାବାଦର ଭୋଇଗୁଡା ଠାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ମୋର ସମବେଦନା ରହିଛି । ପିଏମ୍‌ଏନ୍‌ଆରଏଫ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପାଇଁ ୨ ଲକ୍ଷ ଟଙ୍କା କରି ଅନୁକମ୍ପା ସହାୟତା ରାଶି ମଞ୍ଜୁର ହୋଇଛି ଯାହା ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

"హైదరాబాద్‌లోని భోయిగూడలో జరిగిన ఘోర అగ్నిప్రమాదంలో ప్రాణ నష్టం జరగడం బాధాకరం. ఈ దుఃఖ సమయంలో మృతుల కుటుంబాలకు నా సానుభూతి తెలియజేస్తున్నాను. PMNRF నుండి ఒక్కొక్కరికి 2 లక్షలు ఎక్స్ గ్రేషియా మరణించిన వారి కుటుంబాలకు ఇవ్వబడుతుంది: PM @narendramodi"

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PLI 2.0: India bets big on making more of the smartphone at home

Media Coverage

PLI 2.0: India bets big on making more of the smartphone at home
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 29, 2026
May 29, 2026

Every Sector, Every Citizen: How PM Modi’s Vision is Transforming India Across All Fronts