ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର କାସଗଞ୍ଜଠାରେ ହୋଇଥିବା ଦୁର୍ଘଟଣାରେ ଜୀବନହାନି ଯୋଗୁ ଦୁଃଖ ବ୍ୟକ୍ତ କରିଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ହୃଦୟ ବିଦାରକ! ଉତ୍ତରପ୍ରଦେଶର କାସଗଞ୍ଜଠାରେ ଟ୍ରାକ୍ଟର ଟ୍ରଲି ପୋଖରୀକୁ ଖସି ହୋଇଥିବା ଦୁର୍ଘଟଣା ଦୁଃଖଦାୟକ । ଏଥିରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଏଥିସହ ଆହତମାନେ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କୁ ସବୁପ୍ରକାର ସହାୟତା ଯୋଗାଉଛି:ପ୍ରଧାନମନ୍ତ୍ରୀ’ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'

Media Coverage

PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.