ପିଏମଏନଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସିଦ୍ଧିରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଶୋକ ପ୍ରକାଶ କରିଛନ୍ତି । ଏଥିସହ ସେ ପିଏମଏନଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ମଧ୍ୟପ୍ରଦେଶର ସିଦ୍ଧିରେ ବସ୍ ଦୁର୍ଘଟଣା ଦୁଃଖ ଦାୟକ । ଏହି ଦୁଃଖଦ ଘଟଣାରେ, ମୋର ଚିନ୍ତାଧାରା ସେହିମାନଙ୍କ ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ପ୍ରଭାବିତ ସମସ୍ତଙ୍କୁ ମଧ୍ୟପ୍ରଦେଶ ସରକାର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ।

“ମଧ୍ୟପ୍ରଦେଶ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏଆରଏଫ୍‍ରୁ ୨ ଲକ୍ଷ ଟଙ୍କା କରି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s power sector set for strong FY27 growth on rising demand, capacity additions: Report

Media Coverage

India’s power sector set for strong FY27 growth on rising demand, capacity additions: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 20, 2026
July 20, 2026

Yuva to Global Stage: How PM Modi’s Policies Are Turning India’s Youth, Farms & Factories into Growth Engines