ରାଜସ୍ଥାନର ବାରମେର-ଯୋଧପୁର ଜାତୀୟ ରାଜପଥରେ ବସ- ଟ୍ୟାଙ୍କର ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଶ୍ରୀ ମୋଦୀ ପୀଡିତଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ମଧ୍ୟ ମଞ୍ଜୁର କରିଛନ୍ତି ।

ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି;

“ରାଜସ୍ଥାନର ବାରମେର-ଯୋଧପୁର ଜାତୀୟ ରାଜପଥରେ ବସ-ଟ୍ୟାଙ୍କର ଦୁର୍ଘଟଣାରେ ଲୋକଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଦୁଃଖର ଏହି ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଉଛି ।

ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପିଏମ@narendramodi

ପିଏମଏନଆରଏଫରୁ ରାଜସ୍ଥାନର ବାରମେର-ଯୋଧପୁର ଜାତୀୟ ରାଜପଥ ଦୁର୍ଘଟଣାରେ ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପିଏମ@narendramodi”  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India Semiconductor Mission 2.0 to boost domestic chip manufacturing

Media Coverage

India Semiconductor Mission 2.0 to boost domestic chip manufacturing
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 9, 2026
February 09, 2026

Appreciation for PM Modi by Citizens for Nurturing an Aspirational Bharat – From Youth Mentorship to Ecological Conservation