ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ନୈନିତାଲ ଠାରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ନୈନିତାଲ ଜିଲ୍ଲାରେ କାର ଭାସିଯିବା ଭଳି ଘଟଣା ବେଶ ଦୁଃଖ ଦେଇଛି । ଦୁଃଖର ଏହି ମୁହୂର୍ତ୍ତରେ ମୋ ସମବଦେନା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ରହିଛି । ଫସି ରହିଥିବା ଲୋକଙ୍କୁ ସହାୟତା ପ୍ରଦାନ ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।”
Pained by the tragedy in Nainital district, where a car was washed away. In this sad hour, my thoughts are with the bereaved families. Rescue operations are underway to assist those who are trapped: PM @narendramodi
— PMO India (@PMOIndia) July 8, 2022


