ପିଏମଏନଆର୍‌ଏଫରୁ ସହାୟତା ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ୍‌)ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ରହିଛି । ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । @narendramodi"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Somnath Swabhiman Parv: “Feeling blessed to be in Somnath, a proud symbol of our civilisational courage,” says PM Modi

Media Coverage

Somnath Swabhiman Parv: “Feeling blessed to be in Somnath, a proud symbol of our civilisational courage,” says PM Modi
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 11, 2026
January 11, 2026

Dharma-Driven Development: Celebrating PM Modi's Legacy in Tradition and Transformation