ନର୍ଥ ଇଷ୍ଟ ଏକ୍ସପ୍ରେସର କିଛି ବଗି ଲାଇନଚ୍ୟୁତ ହେବା ପରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଅଧିକାରୀମାନେ ପ୍ରଭାବିତଙ୍କୁ ସବୁ ପ୍ରକାର ସହାୟତା କରିବା ଉପରେ ସେ ଜୋର ଦେଇଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

 

‘ନର୍ଥ ଇଷ୍ଟ ଏକ୍ସପ୍ରେସର କିଛି ବଗି ଲାଇନଚ୍ୟୁତ ହେବା ଯୋଗୁ ଜୀବନ ହାନି ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରକୁ ମୋର ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ଅଧିକାରୀମାନେ ସମସ୍ତ ପ୍ରଭାବିତଙ୍କୁ ସବୁ ପ୍ରକାର ସହାୟତା କରୁଛନ୍ତି: ପ୍ରଧାନମନ୍ତ୍ରୀ ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
GST inflow rises by double digits 3rd month in a row

Media Coverage

GST inflow rises by double digits 3rd month in a row
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.