ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସୋଲାପୁରରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

ଏହି ଅବସରରେ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ୍‌)ରୁ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମହାରାଷ୍ଟ୍ରର ସୋଲାପୁରରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନି ଯୋଗୁଁ ଗଭୀର ମର୍ମାହତ । ପ୍ରିୟଜନଙ୍କୁ ହରାଇଥିବା ଲୋକମାନଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ।

ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ।”

@narendramodi

 

 

"महाराष्ट्रात सोलापूर इथे आग लागून झालेल्या दुर्घटनेतील जीवितहानीमुळे तीव्र दु:ख झाले. आपले प्रियजन गमावलेल्या कुटुंबांप्रति माझ्या सहवेदना. जखमी झालेले लवकर बरे होवोत ही प्रार्थना. पंतप्रधान राष्ट्रीय मदत निधीमधून (PMNRF) प्रत्येक मृतांच्या वारसाला 2 लाख रुपयांची मदत दिली जाईल. जखमींना 50,000 रुपये दिले जातील : पंतप्रधान" @narendramodi

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi