ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ରାଶି ଘୋଷଣା

ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀର ଏକ କାରଖାନାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜଣାଇଛନ୍ତି । ଏଥିସହ ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ମୃତକଙ୍କ ପରିବାରମାନଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;

 “ଅନାକାପଲ୍ଲୀରେ ଥିବା ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ହୋଇଥିବା ଜୀବନ ହାନୀ ଯୋଗୁଁ ଦୁଃଖିତ । ଯେଉଁମାନେ ସେମାନଙ୍କର ନିକଟତମ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ଦିଆଯିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Why Abrogation Of Article 370 Was A Strategic Necessity For India

Media Coverage

Why Abrogation Of Article 370 Was A Strategic Necessity For India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 05, 2026
August 05, 2026

Viksit Bharat in Action: Inclusive, Green, and Globally Competitive Under PM Modi