ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମତାରା ଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ଟ୍ବିଟର ପୋଷ୍ଟରେ କହିଛନ୍ତି;
ଝାଡ଼ଖଣ୍ଡର ଜାମତାରାରେ ଘଟିଥିବା ଏହି ଦୁର୍ଘଟଣାରେ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୋର ସମବେଦନା ରହିଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ @narendramodi
Pained by the mishap in Jamtara, Jharkhand. My thoughts are with all those who have lost their loved ones. May the injured recover soon: PM @narendramodi
— PMO India (@PMOIndia) February 28, 2024


