Announces ex-gratia from PMNRF for the victims

ଗୁଜରାଟ ଅହମ୍ମଦାବାଦର ବାଭଲା-ବାଗୋଦରା ରାଜପଥରେ ସଡ଼କ ଦୁର୍ଘଟଣାରେ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:

‘ଅହମ୍ମଦାବାଦ ଜିଲ୍ଲାର ବାଭଲା-ବାଗୋଦରା ରାଜପଥରେ ସଡ଼କ ଦୁର୍ଘଟଣା ଯୋଗୁ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାରକୁ ସମବେଦନା । ପୀଡ଼ିତଙ୍କୁ ସମସ୍ତ ସହାୟତା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ସମ୍ଭାବ୍ୟ ବ୍ୟବସ୍ଥା କରାଯାଉଛି ।’

‘ପିଏମଏନଆରଏଫରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's banking sector resilient; 11-13% credit growth for January-June likely: Survey

Media Coverage

India's banking sector resilient; 11-13% credit growth for January-June likely: Survey
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 20, 2026
April 20, 2026

Honouring Saints, Powering Futures: PM Modi’s Leadership That Blends Heritage, Highways and High Growth