ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମାଲାପ୍ପୁରମରେ ଡଙ୍ଗା ବୁଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଶୋକବ୍ୟକ୍ତ କରିଛନ୍ତି । ଏଥିସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
କେରଳର ମାଲାପ୍ପୁରମ ଡଙ୍ଗା ବୁଡ଼ି ଘଟଣାରେ ଜୀବନହାନି ହେବା ଯୋଗୁ ମର୍ମାହତ । ଶୋକସନ୍ତପ୍ତ ପରିବାରକୁ ସମବେଦନା । ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ: ପ୍ରଧାନମନ୍ତ୍ରୀ l
Pained by the loss of lives due to the boat mishap in Malappuram, Kerala. Condolences to the bereaved families. An ex-gratia of Rs. 2 lakh from PMNRF would be provided to the next of kin of each deceased: PM @narendramodi
— PMO India (@PMOIndia) May 7, 2023
കേരളത്തിലെ മലപ്പുറത്തുണ്ടായ ബോട്ട് അപകടത്തിലെ ജീവഹാനിയിൽ ദുഖിക്കുന്നു . മരിച്ചവരുടെ കുടുംബങ്ങൾക്ക് അനുശോചനം. ദുരന്തത്തിൽ മരിച്ച ഓരോ വ്യക്തിയുടെയും അടുത്ത ബന്ധുക്കൾക്ക് പി എം എൻ ആർ എഫിൽ നിന്ന് 2 ലക്ഷം രൂപ സഹായധനമായി നൽകും: പ്രധാനമന്ത്രി@narendramodi
— PMO India (@PMOIndia) May 7, 2023


