ସେୟାର
 
Comments
ପିଏମଏନଆରଏଫରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ମୁମ୍ବାଇର ଚେମ୍ବୁର ଓ ଭିଖରୋଲି ଠାରେ କାନ୍ଥ ଭୁଷୁଡିବା ଯୋଗୁଁ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମୁମ୍ବାଇର ଚେମ୍ବୁର ଓ ଭିଖରୋଲି ଠାରେ କାନ୍ଥ ଭୁଷୁଡିବା ଯୋଗୁଁ ମୃତ୍ୟୁ ଘଟଣାରେ ଦୁଃଖିତ । ଦୁଃଖର ଏହି ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତ ବ୍ୟକ୍ତିଙ୍କୁ ଦ୍ରୁତ ଆରୋଗ୍ୟ କାମନା କରୁଛି ।: PM @narendramodi   

ପିଏମଏନଆରଏଫରୁ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ।”   

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Ongoing festival season to give more momentum to the country’s economic activities, says PM Modi

Media Coverage

Ongoing festival season to give more momentum to the country’s economic activities, says PM Modi
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅକ୍ଟୋବର 22, 2021
October 22, 2021
ସେୟାର
 
Comments

A proud moment for Indian citizens as the world hails India on crossing 100 crore doses in COVID-19 vaccination

Good governance of the Modi Govt gets praise from citizens