ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଗଭୀର ଦୁଃଖିତ । ସମ୍ପର୍କୀୟଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”
Deeply saddened by the loss of lives due to a stampede on the route to Mansa Devi Temple in Haridwar, Uttarakhand. Condolences to those who lost their loved ones. May the injured recover soon. The local administration is assisting those affected: PM @narendramodi
— PMO India (@PMOIndia) July 27, 2025


