ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଅଲ୍‌ମୋରାରେ ହୋଇଥିବା ଏକ ଭୟଙ୍କର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ଏବଂ ପ୍ରିୟଜନଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ପିଏମ୍‌ଓଇଣ୍ଡିଆ ଦ୍ୱାରା ସୋସିଆଲ୍ ମିଡିଆରେ ଶେୟାର କରାଯାଇଥିବା ଏକ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ପ୍ରଭାବିତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତରାଖଣ୍ଡର ଅଲ୍‌ମୋରାଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ଗଭୀର ସମବେଦନା ଜଣାଉଛି । ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ମୁଁ ପ୍ରାର୍ଥନା କରୁଛି ।”

ଶ୍ରୀ ନରେନ୍ଦ୍ର ମୋଦୀ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ ।

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India solar capacity to quadruple, wind to triple over decade: Power ministry adviser

Media Coverage

India solar capacity to quadruple, wind to triple over decade: Power ministry adviser
NM on the go

Nm on the go

Always be the first to hear from the PM. Get the App Now!
...
Prime Minister extends Eid-ul-Fitr greetings to everyone
March 21, 2026

Prime Minister Shri Narendra Modi today extended his heartiest greetings to the nation on the auspicious occasion of Eid-ul-Fitr.

The Prime Minister wrote on X:

"Best wishes on Eid-ul-Fitr. May this day further brotherhood and kindness all around. May everyone be happy and healthy.
Eid Mubarak!"