ପିଏମଏନଆରଏଫରୁ ଅନୁକମ୍ପାମୂଳକ ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାବାଙ୍କିରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଦୁଃଖ ବ୍ୟକ୍ତ କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତର ପ୍ରଦେଶର ବାରାବାଙ୍କିରେ ହୋଇଥିବା ସଡକ ଦୁର୍ଘଟଣା ଖବରରେ ମର୍ମାହତ । ଶୋକାକୂଳ ପରିବାରଙ୍କ ପ୍ରତି ସମବେଦନା । ଏବେ ମୁଖ୍ୟମନ୍ତ୍ରୀ ଯୋଗୀଜୀଙ୍କ ସହ ଆଲୋଚନା କରିଛି । ସମସ୍ତ ଆହତ ବ୍ୟକ୍ତିଙ୍କ ଉପଯୁକ୍ତ ଚିକିତ୍ସାର ବ୍ୟବସ୍ଥା କରାଯାଉଛି ।”

 

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ହୋଇଥିବା ଟ୍ୱିଟରେ କୁହାଯାଇଛି, “PM @narendramodi ବାରାବାଙ୍କିରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending

Media Coverage

Centre releases Rs 1.09 lakh crore tax devolution; Uttar Pradesh gets biggest share to accelerate development spending
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026