ଭାରତ ଏହାର ଅନ୍ୟତମ ବିଶିଷ୍ଟ ନେତା ଡ. ମନମୋହନ ସିଂହଙ୍କ ବିୟୋଗରେ ଶୋକ ପାଳନ କରୁଛି
ସେ ଅର୍ଥମନ୍ତ୍ରୀ ସହିତ ବିଭିନ୍ନ ସରକାରୀ ପଦବୀରେ କାର୍ଯ୍ୟ କରିଥିଲେ ଏବଂ ଆମର ଆର୍ଥିକ ନୀତିରେ ଏକ ମଜବୁତ ଛାପ ଛାଡିଥିଲେ : ପ୍ରଧାନମନ୍ତ୍ରୀ
ଆମର ପ୍ରଧାନମନ୍ତ୍ରୀ ଭାବରେ ସେ ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ବ୍ୟାପକ ଉଦ୍ୟମ କରିଥିଲେ : ପ୍ରଧାନମନ୍ତ୍ରୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଭାରତ ଏହାର ଅନ୍ୟତମ ବିଶିଷ୍ଟ ନେତା ଡ. ମନମୋହନ ସିଂହଙ୍କ ବିୟୋଗରେ ଶୋକ ପାଳନ କରୁଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଡ. ମନମୋହନ ସିଂହ ସାଧାରଣ ପୃଷ୍ଠଭୂମିରୁ ଉଠି ଜଣେ ସମ୍ମାନିତ ଅର୍ଥନୀତିଜ୍ଞ ହୋଇଥିଲେ । ଆମର ପ୍ରଧାନମନ୍ତ୍ରୀ ଭାବରେ ଡ. ମନମୋହନ ସିଂହ ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ବ୍ୟାପକ ଉଦ୍ୟମ କରିଥିଲେ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଭାରତ ଏହାର ଅନ୍ୟତମ ବିଶିଷ୍ଟ ନେତା ଡ. ମନମୋହନ ସିଂହଙ୍କ ବିୟୋଗରେ ଶୋକ ପାଳନ କରୁଛି । ସାଧାରଣ ପୃଷ୍ଠଭୂମିରୁ ଉଠି ସେ ଜଣେ ସମ୍ମାନିତ ଅର୍ଥନୀତିଜ୍ଞ ହୋଇଥିଲେ । ସେ ଅର୍ଥମନ୍ତ୍ରୀ ସହିତ ବିଭିନ୍ନ ସରକାରୀ ପଦବୀରେ କାର୍ଯ୍ୟ କରିଥିଲେ ଏବଂ ବହୁ ବର୍ଷ ପର୍ଯ୍ୟନ୍ତ ଆମର ଆର୍ଥିକ ନୀତିରେ ଏକ ମଜବୁତ ଛାପ ଛାଡିଥିଲେ । ସଂସଦରେ ତାଙ୍କ ଯୋଗଦାନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଥିଲା । ଆମର ପ୍ରଧାନମନ୍ତ୍ରୀ ଭାବରେ ସେ ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ବ୍ୟାପକ ଉଦ୍ୟମ କରିଥିଲେ ।”

 

“ଯେତେବେଳେ ଡ. ମନମୋହନ ସିଂ ପ୍ରଧାନମନ୍ତ୍ରୀ ଥିଲେ ଏବଂ ମୁଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲି, ସେତେବେଳେ ମୁଁ ନିୟମିତ ଭାବରେ କଥାବାର୍ତ୍ତା କରୁଥିଲି । ଶାସନ ସମ୍ବନ୍ଧୀୟ ବିଭିନ୍ନ ବିଷୟ ଉପରେ ଆବେ ବିସ୍ତୃତ ଭାବରେ ଆଲୋଚନା କରୁଥିଲୁ । ତାଙ୍କର ବୁଦ୍ଧିମତ୍ତା ଏବଂ ବିନମ୍ରତା ସର୍ବଦା ଦୃଶ୍ୟମାନ ହେଉଥିଲା ।

ଦୁଃଖର ଏହି ସମୟରେ ମୋର ସମବେଦନା ଡ. ମନମୋହନ ସିଂହଙ୍କ ପରିବାର, ତାଙ୍କର ବନ୍ଧୁ ଏବଂ ଅଗଣିତ ପ୍ରଶଂସକଙ୍କ ସହିତ ରହିଛି । ଓମ୍ ଶାନ୍ତି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi’s FTA push: Why India’s MSMEs now have a bigger export opportunity

Media Coverage

PM Modi’s FTA push: Why India’s MSMEs now have a bigger export opportunity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 17, 2026
August 17, 2026

India Ascendant: Citizens Hail PM Modi's Vision and India’s Multi-Sectoral Growth