ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଅଜିତ ପାୱାର ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଶ୍ରୀ ଅଜିତ ପାୱାର ମହାରାଷ୍ଟ୍ରର ଜନସାଧାରଣଙ୍କ ସେବାରେ ଅଗ୍ରଭାଗରେ ଥିବା ଜଣେ ପରିଶ୍ରମୀ ବ୍ୟକ୍ତିତ୍ୱ ଭାବେ ସମ୍ମାନିତ ହୋଇଥିଲେ। ପ୍ରଶାସନିକ ପ୍ରସଙ୍ଗରେ ତାଙ୍କର ବୁଝାମଣା ଏବଂ ଗରିବ ଓ ଅବହେଳିତଙ୍କ ସଶକ୍ତିକରଣ ପ୍ରତି ତାଙ୍କର ଆଗ୍ରହ ମଧ୍ୟ ଉଲ୍ଲେଖନୀୟ ଥିଲା। "ତାଙ୍କର ଅକାଳ ବିୟୋଗ ଅତ୍ୟନ୍ତ ମର୍ମାହତ ଏବଂ ଦୁଃଖଦାୟକ। ତାଙ୍କ ପରିବାର ଏବଂ ଅଗଣିତ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା", ବୋଲି ଶ୍ରୀ ମୋଦୀ କହିଛନ୍ତି। 
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି: 
"ଶ୍ରୀ ଅଜିତ ପାୱାର ଜୀ ଲୋକମାନଙ୍କର ଜଣେ ନେତା ଥିଲେ, ଯାହାଙ୍କର ଏକ ଦୃଢ଼ ତୃଣମୂଳ ସ୍ତରୀୟ ସମ୍ପର୍କ ଥିଲା। ମହାରାଷ୍ଟ୍ରର ଲୋକଙ୍କ ସେବାରେ ଅଗ୍ରଭାଗରେ ଥିବା ଜଣେ ପରିଶ୍ରମୀ ବ୍ୟକ୍ତିତ୍ୱ ଭାବରେ ସେ ବ୍ୟାପକ ଭାବରେ ସମ୍ମାନିତ ହୋଇଥିଲେ। ପ୍ରଶାସନିକ ପ୍ରସଙ୍ଗରେ ତାଙ୍କର ବୁଝାମଣା ଏବଂ ଗରିବ ଓ ଅବହେଳିତଙ୍କ ସଶକ୍ତିକରଣ ପ୍ରତି ତାଙ୍କର ଆଗ୍ରହ ମଧ୍ୟ ଉଲ୍ଲେଖନୀୟ ଥିଲା। ତାଙ୍କର ଅକାଳ ବିୟୋଗ ଅତ୍ୟନ୍ତ ମର୍ମାହତ ଏବଂ ଦୁଃଖଦାୟକ। ତାଙ୍କ ପରିବାର ଏବଂ ଅଗଣିତ ପ୍ରଶଂସକଙ୍କୁ ସମବେଦନା ଜଣାଉଛି। ଓମ୍ ଶାନ୍ତି " 
 

"श्री अजित पवार जी हे जनतेशी घट्ट नाते असलेले, तळागाळाशी मजबूत नाळ असलेले लोकनेते होते. महाराष्ट्रातील जनतेच्या सेवेत सदैव अग्रभागी राहणारे एक मेहनती व्यक्तिमत्त्व म्हणून त्यांना व्यापक आदर होता. प्रशासकीय बाबींची त्यांना सखोल जाण होती. गरीब आणि वंचितांच्या सक्षमीकरणासाठीची त्यांची तळमळ विशेष उल्लेखनीय होती. त्यांचे अकाली निधन अत्यंत धक्कादायक व दुःखद आहे. त्यांच्या कुटुंबीयांप्रती आणि असंख्य चाहत्यांप्रती मनःपूर्वक शोकसंवेदना. ॐ शांती."

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Modi Govt’s 12 years are transformational for industry’

Media Coverage

‘Modi Govt’s 12 years are transformational for industry’
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 12, 2026
June 12, 2026

Breaking Barriers, Building Bharat: PM Modi’s Historic Push for Gender Equality and Inclusive Growth