ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦାର୍ଜିଲିଂ ପୋଲ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବାରୁ ଶୋକ ବ୍ୟକ୍ତ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି;

“ଦାର୍ଜିିଲିଂ ପୋଲ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନିରେ ଗଭୀର ଦୁଃଖିତ । ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ମୋର ସମବେଦନା। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରବଳ ବର୍ଷା ଏବଂ ଭୂସ୍ଖଳନ କାରଣରୁ ଦାର୍ଜିଲିଂ ଓ ଆଖପାଖ ଅଞ୍ଚଳର ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି । ପ୍ରଭାବିତ ଲୋକମାନଙ୍କୁ ଯଥସମ୍ଭବ ସହାୟତା କରିବାକୁ ଆମେ ପ୍ରତିବଦ୍ଧ ।”

 

 

“দার্জিলিংয়ে সেতু দুর্ঘটনায় প্রাণহানির ঘটনায় গভীরভাবে মর্মাহত। যাঁরা তাঁদের প্রিয়জনদের হারিয়েছেন, তাঁদের প্রতি গভীর সমবেদনা। আহতরা দ্রুত সুস্থ হয়ে উঠুন—এই কামনা করি। প্রবল বৃষ্টিপাত ও ভূমিধসের প্রেক্ষিতে দার্জিলিং ও আশেপাশের এলাকার পরিস্থিতি নিবিড়ভাবে পর্যবেক্ষণ করা হচ্ছে। ক্ষতিগ্রস্তদের জন্য সমস্ত সম্ভাব্য সহায়তা প্রদান করতে আমরা প্রতিশ্রুতিবদ্ধ।“

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Shortcuts will cut you short’: PM Modi’s message for youngsters at former President Kovind’s autobiography launch

Media Coverage

‘Shortcuts will cut you short’: PM Modi’s message for youngsters at former President Kovind’s autobiography launch
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 13, 2026
August 13, 2026

Aatmanirbhar in Motion: Solar Homes, Made-in-India Containers, Record Exports & a Rising Global Footprint Under the Leadership of PM Modi